ଇରାନର ରାଜଧାନୀ ତେହେରାନ ନିକଟରେ ଏକ ବଡ଼ ଦୁର୍ଘଟଣା
1 min read
ତେହେରାନ : ଇରାନର ରାଜଧାନୀ ତେହେରାନ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଆଣ୍ଡିସେ ସହରର ଆର୍ଘାଭାନ୍ ସପିଂ ସେଣ୍ଟରରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ବହୁ ଧନ ଜୀବନ ହାନି ଘଟିଛି। ସମଗ୍ର ଅଞ୍ଚଳରେ ଆତଙ୍କର ବାତାବରଣ ରହିଛି। ଅଗ୍ନିକାଣ୍ଡରେ ୮ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୩୬ ଜଣ ଗୁରୁତର ଆହତ ହୋଇଛନ୍ତି।


