April 19, 2026

୧୧୪ଟି ଚୋରି ବା ହଜିଥିବା ମୋବାଇଲ୍ ଉଦ୍ଧାର

1 min read

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ପୁଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲ୍ ଫୋନଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ୍ ଫୋନ୍ ଜବତ କରାଯାଇଥିବା ବେଳେ ଏକ ‘ମୋବାଇଲ୍ ହ୍ୟାଣ୍ଡଓଭର ମେଳା’ ମାଧ୍ୟମରେ ସେଗୁଡ଼ିକୁ ସେମାନଙ୍କ ପ୍ରକୃତ ମାଲିକଙ୍କୁ ଫେରାଇ ଦିଆଯାଇଛି