June 27, 2025

Day: April 23, 2025

1 min read

ବୁଗୁଡ଼ା: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ +୩ ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି l ବୁଗୁଡ଼ା ପିପୁଲ୍ସ କଲେଜ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ଶିବାନୀ ରାଉତ...

ଭୁବନେଶ୍ବର: ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ। ସବୁଠି ପାରଦ ସର୍ବୋଚ୍ଚ ସ୍ତରରେ ପହଞ୍ଚିବ। ଗୋଟିଏ ଦୁଇଟି ସ୍ଥାନରେ ତାତି ୪୮ ଡିଗ୍ରି ଛୁଇଁପାରେ। ବିଶେଷକରି...

ସମ୍ବଲପୁର: ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ, ସଙ୍ଗେ ସଙ୍ଗେ ସମାଧାନ କଲେ। ନିଜ ସ୍ତରରେ ଶୀଘ୍ର ସମସ୍ୟା ସମାଧାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ...

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର...

ଗୋପାଳପୁର: ଗୋପାଳପୁର ପୁଲିସ ଜଣେ ନକଲି ଡାକ୍ତରକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ଗୋଳାବନ୍ଧର ଅନିଲ କୁମାର ସାହୁ ବୋଲି ଜଣାପଡିଛି।...

1 min read

ଶୁଳ୍କ ଯୁଦ୍ଧ ଆରମ୍ଭ ହେବାପରେ ସାରା ବିଶ୍ୱରେ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ସୁନା ଲଗାତର ଭାବେ ନୂଆ ରେକର୍ଡ ସୃଷ୍ଟି କରୁଛି। ମଙ୍ଗଳବାର ୧ ଲକ୍ଷ...

କଲକାତା: ପଶ୍ଚିମବଙ୍ଗର ବେକାରୀ ଶିକ୍ଷକମାନଙ୍କ ପକ୍ଷରୁ ରାଜ୍ୟ ବିଦ୍ୟାଳୟ ସେବା ଆୟୋଗ (ଏସଏସସି) ମୁଖ୍ୟାଳୟକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘେରାଉ କରାଯାଇଛି। ଆନ୍ଦୋଳନକାରୀ ବେକାରୀ ଶିକ୍ଷକମାନେ ଘେରାଉ...

ଭୁବନେଶ୍ଵର: ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଓଡ଼ିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥୀଙ୍କ ମୃତ୍ୟୁ ହୋଇଛି। ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ସରପଞ୍ଚଙ୍କ...

1 min read

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀଙ୍କ ଆକ୍ରମଣରେ ଅନ୍ୟୁନ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶ୍ରୀନଗର...