January 23, 2026

Day: September 17, 2025

ଭୁବନେଶ୍ବର: ରାଜସ୍ବ ବିଭାଗକୁ ଲୋକାଭିମୁଖୀ କରିବା ସହ ଠିକ୍‌ ସମୟରେ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏଣିକି ପ୍ରତି ମାସେ କିମ୍ବା ଦୁଇ ମାସରେ...

କଟକ: ଓଲିଉଡ଼ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହୋଇଛି। ସେପ୍ଟେମ୍ବର ୧୬ରେ ଫୁସଫୁସ ସଂକ୍ରମଣ ହେତୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।...

1 min read

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛି। ଆଗାମୀ ବିହାର ବିଧାନସଭା ନିର୍ବାଚନରୁ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ ଇଭିଏମ୍‌ରେ ପ୍ରଥମ ଥର...

ଭୁବନେଶ୍ୱର: ଦୁର୍ଗାପୂଜାରେ ପଲିଥିନ୍ କ୍ୟାରି ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଅପିଲ୍ କରିଛି। ପର୍ବ ସମୟରେ ଥରେ ବ୍ୟବହାର...

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ। ଏହି ଶୁଭ ଅବସରରେ ବିଶ୍ବର ବଡ଼ ବଡ଼ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଏଥିରେ ଅଛନ୍ତି...