June 7, 2025

କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି

1 min read

ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୭୫୫କୁ ବୃଦ୍ଧି ପାଇଛି।

କେରଳରେ ସର୍ବାଧିକ ୧୨୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୮୦୬କୁ ବୃଦ୍ଧି ପାଇଛି