January 25, 2026

୧୨ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ ମୋହର

1 min read

ଭୁବନେଶ୍ୱର: ୧୨ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ ମୋହର। ୯ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି। ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ।ଏଥିରେ ଜଣେ ଅଧ୍ୟକ୍ଷ, ୨ ଜଣ ସଦସ୍ୟ ରହିବେ ।