January 24, 2026

ନ୍ୟୁଜିଲାଣ୍ଡ ବିପକ୍ଷରେ ଶତକ ମାରିଲେ କୋହଲି

1 min read

ଇନ୍ଦୋର: ନ୍ୟୁଜିଲାଣ୍ଡ ବିପକ୍ଷରେ ବିରାଟ କୋହଲି ଇନ୍ଦୋରରେ ଏକ ଶତକ ହାସଲ କରିଛନ୍ତି। ସେ ୯୨ଟି ବଲ୍‌ ଖେଳି ୮ଟି ଚୌକା ଓ ୨ଟି ଛକା ବଲ୍‌ରେ ଏହି ଉପଲବ୍ଧି ହାସଲ କରିଛନ୍ତି। ୩୩୮ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଖେଳୁଥିବା ଭାରତ ୪୧ ଓଭର ଶେଷ ସୁଦ୍ଧା ୬ଟି ୱିକେଟ୍‌ ହରାଇ ୨୪୦ ରନ୍‌ ସଂଗ୍ରହ କରିଛି।