ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରୀ
1 min read
ରାଉରକେଲା : ରାଉରକେଲା ପ୍ଲେନ୍ କ୍ରାସ ଘଟଣାରେ ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି । ଏଭଳି ଘୋଷଣା କରିଛନ୍ତି ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗ । ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ ପର୍ଯ୍ୟନ୍ତ ପରିବାରର ସମସ୍ତ ଖର୍ଚ୍ଚ ମଧ୍ୟ ସଂସ୍ଥା ଉଠାଇବ । ବିମାନ ଭଗ୍ନାବଶେଷ ୨/୩ ଦିନ ମଧ୍ୟରେ ଭୁବନେଶ୍ବର ଉଠାଇ ନିଆଯିବ ।


