January 29, 2026

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

1 min read

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ
କାଳିକାପ୍ରସାଦ ଗେଟ୍‌ ଓ ଗୁଡ଼ଗୁଡ଼ିଆ ଜୋନ୍‌ ୪ରୁ ୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଗୁଡ଼ଗୁଡ଼ିଆ ସଫାରୀ ୫ ତାରିଖ ଅପରାହ୍ନ ଓ ୬ ତାରିଖ ସକାଳେ ବନ୍ଦ ରହିବ।