March 4, 2026

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି

1 min read

ଆସନ୍ତାକାଲି ଗୁରୁବାର ଚୈତ୍ର:କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।