March 19, 2026

ବିଧାୟକ ଦାଶରଥି ଗମାଙ୍ଗଙ୍କୁ ସନ୍ଧ୍ୟା ୬ଟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ

1 min read

ଭୁବନେଶ୍ବର: ଦଳୀୟ ଶୃଙ୍ଖଳା ଭଙ୍ଗ ମୋହନା ବିଧାୟକ ଦାଶରଥି ଗମାଙ୍ଗଙ୍କୁ କାରଣ ଦର୍ଶାଅ ନୋଟିସ୍। ଆଜି ସନ୍ଧ୍ୟା ୬ଟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ। ହାଜର ନ ହେଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ