ସେମିକଣ୍ଡକ୍ଟର ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
1 min read
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ, ୧୯ ଏପ୍ରିଲ ୨୦୨୬ରେ ଭୁବନେଶ୍ୱର ଇନଫୋଭ୍ୟାଲିରେ 3D ଗ୍ଲାସ୍ ସଲ୍ୟୁସନର ସେମିକଣ୍ଡକ୍ଟର ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି


