April 19, 2026

ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ତାରିଖ ଯାଏ ସ୍କୁଲ୍ ଛୁଟି

1 min read

ଖୋର୍ଦ୍ଧା: ପ୍ରଚଣ୍ଡ ଖରାକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ତାରିଖ ଯାଏ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ଏନେଇ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି।