ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ପ୍ରଥମ କୋଷ୍ଟାଲ ମାରାଥନ
1 min read
ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚ୍ ରେ ଓଏମସି ସହଭାଗିତାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ପ୍ରଥମ କୋଷ୍ଟାଲ ମାରାଥନ l ପୁରୀ ବ୍ଲୁ ଫ୍ଲାଗ୍ ବିଚଠାରେ ଏହି ଗଣଦୌଡ଼କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।


