August 11, 2026

ହିମନ୍ତ ବିଶ୍ୱ ଶର୍ମା ହେବେ ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

1 min read

ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ବିଜେପି ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେ.ପି. ନଡ୍ଡା ଏହି ପଦବୀ ପାଇଁ ହିମନ୍ତ ବିଶ୍ୱ ଶର୍ମାଙ୍କ ନାମ ଘୋଷଣା କରିଛନ୍ତି। ମଇ ୧୨ ତାରିଖ ପୂର୍ବାହ୍ନ ୧୧:୦୦ ଟାରେ ହିମନ୍ତ ବିଶ୍ୱ ଶର୍ମା ତୃତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।