September 30, 2026

ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ କ୍ୟାବିନେଟ ବୈଠକ

1 min read

କୋଲକାତା:ପଶ୍ଚିମବଙ୍ଗରେ ବିଜେପି ସରକାର ଗଠନ ହେବା ପରେ, ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ କ୍ୟାବିନେଟ ବୈଠକରେ ଛଅଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଥିରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ କରିବା ଏବଂ ୪୫ ଦିନ ମଧ୍ୟରେ ବାଂଲାଦେଶ ସୀମା ବାଡ଼ ପାଇଁ ବିଏସ୍‌ଏଫକୁ ଜମି ଯୋଗାଇବା ଅନ୍ତର୍ଭୁକ୍ତ ରହିଛି।