May 18, 2026

ପୁରୀରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

1 min read

ପୁରୀ: ପୁରୀରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ। ମହାପ୍ରଭୁଙ୍କ ଦର୍ଶନ କରିବା ସହ ମହାପ୍ରସାଦ ସେବନ କରିବେ।