May 19, 2026

ଭୁବନେଶ୍ବରରେ ଆୟୋଜିତ ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ର କୃଷି ମନ୍ତ୍ରୀ

1 min read

ଭୁବନେଶ୍ବର: ଭୁବନେଶ୍ବରରେ ଆୟୋଜିତ ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ।