August 27, 2026

ଇବୋଲା ଭାଇରସ ମାମଲା ଦ୍ରୁତ ଗତିରେ ବୃଦ୍ଧି

1 min read

ନୂଆଦିଲ୍ଲୀ: ଇବୋଲା ଭାଇରସ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏହାକୁ ବିଶ୍ୱର ସବୁଠାରୁ ବଡ଼ ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛି। ଏହା ଦ୍ବାରା ଆଫ୍ରିକା ମହାଦେଶ ସବୁଠାରୁ ଗୁରୁତର ଭାବେ ପ୍ରଭାବିତ ହୋଇଛି।