May 27, 2026

୩୦ରେ ଶପଥ ନେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

1 min read

ବେଙ୍ଗାଲୁରୁ: କର୍ଣ୍ଣାଟକରେ କ୍ଷମତା ପରିବର୍ତ୍ତନ ଏକପ୍ରକାର ସୁନିଶ୍ଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂତ୍ର ଅନୁଯାୟୀ, ସିଦ୍ଧରମୈୟା ମେ ୨୮ ତାରିଖରେ କର୍ଣ୍ଣାଟକ ରାଜ୍ୟପାଳ ଥାୱରଚାନ୍ଦ ଗେହଲଟଙ୍କ ସହ ସାକ୍ଷାତ ପାଇଁ ସମୟ ମାଗିଛନ୍ତି। ସିଦ୍ଦରମୈୟା ଗୁରୁବାର ୧୧ଟା ବେଳେ ଇସ୍ତଫା ଦେଇପାରନ୍ତି ବୋଲି କୁହାଯାଉଛି। ଆଗାମୀ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ସବୁଠୁ ଆଗରେ ଅଛନ୍ତି।