ଆଜିଠାରୁ ସାରା ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା
1 min read
ଭୁବନେଶ୍ୱର: ଆଜିଠାରୁ ସାରା ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନଙ୍କ ସୂଚନା ଅନୁଯାୟୀ, ଏହି ପ୍ରକ୍ରିୟା ସେପ୍ଟେମ୍ବର ୬ ତାରିଖ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପର୍ଯ୍ୟନ୍ତ ଜାରି ରହିବ।ଯୋଗ୍ୟ ଭୋଟରଙ୍କୁ ଚିହ୍ନଟ କରିବା ଏବଂ ତାଲିକାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ କରିବା ହେଉଛି ଏହାର ଲକ୍ଷ୍ୟ।


