June 5, 2026

କଟିଙ୍ଗ ମେସିନକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇ ଜଣଙ୍କୁ ଛୁରାମାଡ଼

1 min read

ରାୟଗଡ଼ା: ବିଳମ୍ବିତ ରାତିରେ ଟାଇଲ କଟିଙ୍ଗ ମେସିନକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇ ଜଣଙ୍କୁ ଛୁରାମାଡ଼ ହୋଇଛି I ଛୁରାମାଡ଼ ପରେ ଗୁରୁତର ଅବସ୍ଥାରେ ରାୟଗଡ଼ା ଜିଲ୍ଲା ସ୍ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି I ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ବିହାର ରାଜ୍ୟର ଏମ ଡି ସରଫରାଜ