October 31, 2026

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ

1 min read

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ ବୋଲି ସଭାପତି ଭକ୍ତ ପ୍ରକାଶ କରିଛନ୍ତି।

‘ଛାତ୍ରୋଁ କି ଗୁଞ୍ଜ’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାହୁଲ ଓଡ଼ିଶା ଆସିବେ ବୋଲି ଭକ୍ତ କହିଛନ୍ତି। ରାହୁଲଙ୍କ ସହିତ ଅନ୍ୟ ବରିଷ୍ଠ କଂଗ୍ରେସ ନେତା ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସେ ସୂଚନା ଦେଇଛନ୍ତି