ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମୀକ୍ଷା ବୈଠକ
1 min read
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶକ୍ତି ବିଭାଗ ତରଫରୁ ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମୀକ୍ଷା ବୈଠକ କରିଛନ୍ତି।
ଏହି ବୈଠକରେ ଟାଟା ପାୱାରର ସିଇଓ ତଥା ଏମଡି ଡ଼ ପ୍ରବୀର କୁମାର ସିହ୍ନା, ଟିପିସିଓଡ଼ିଏଲର ସିଇଓ ଗଜାନନ କାଲେ ଯୋଗଦେଇଥିଲେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶକ୍ତି ବିଭାଗ ତରଫରୁ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି।


