ସମ୍ଭାବ୍ୟ ବାତ୍ୟାର ମୁକାବିଲା ଲାଗି ଓଡ଼ିଶା ସରକାର ସଂପୂର୍ଣ୍ଣ ପ୍ରସ୍ତୁତ
1 min read
ସମ୍ଭାବ୍ୟ ବାତ୍ୟାର ମୁକାବିଲା ଲାଗି ଓଡ଼ିଶା ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି ଏସ୍ଆର୍ସି ରାଜେଶ ପ୍ରଭାକର ପାଟିଲ୍ କହିଛନ୍ତି। ବାତ୍ୟା ସଂପର୍କୀତ ସମୀକ୍ଷା ବୈଠକ ପରେ ସେ ଏହି ସୂଚନା ଦେଇଛନ୍ତି।


