September 22, 2026

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

1 min read

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ