June 19, 2026

ଅଟୋ-ଟିପ୍ପର ଧକ୍କା, ୪ ଗୁରୁତର

1 min read

ଜୟପୁର: ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ହୋଇଥିବା ସୂଚନା ମିଳିଛି। ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।