January 26, 2026

ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ ମନ୍ଦିରଗୁଡ଼ିକୁ ପୁନର୍ବାସ କରିବେ ଓଡ଼ିଶାର ବିଜେପି ସରକାର

1 min read

ଭୁବନେଶ୍ବର: ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ ମନ୍ଦିରଗୁଡ଼ିକୁ ପୁନର୍ବାସ କରିବେ ଓଡ଼ିଶାର ବିଜେପି ସରକାର। ଏନେଇ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଖାଲି ସେତିକି ନୁହେଁ, ଇତିମଧ୍ୟରେ ୧୯ଟି ମଠକୁ ପୁନର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ ମଧ୍ୟ ହୋଇଛି
ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ ମନ୍ଦିରଗୁଡ଼ିକୁ ପୁନର୍ବାସ କରିବେ ଓଡ଼ିଶାର ବିଜେପି ସରକାର। ଏନେଇ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଖାଲି ସେତିକି ନୁହେଁ, ଇତିମଧ୍ୟରେ ୧୯ଟି ମଠକୁ ପୁନର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ ମଧ୍ୟ ହୋଇଛି। ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ସ୍ଥାପିତ କରାଯିବ। ଏଠି ପୁରୀ ସହରରେ ଏକ ଜାଗା ଚିହ୍ନଟ ହୋଇଛି। ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ରହିଲେ ଭକ୍ତମାନଙ୍କୁ ଦର୍ଶନ ଏବଂ ସେବା ପୂଜା ପାଇଁ ସୁବିଧା ହେବ। ଏନେଇ ଦେଵାତ୍ତର କମିସନଙ୍କ ସହ ଦୁଇ ଥର ବୈଠକ ମଧ୍ୟ ହୋଇଛି।
ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ସ୍ଥାପିତ କରାଯିବ। ଏଠି ପୁରୀ ସହରରେ ଏକ ଜାଗା ଚିହ୍ନଟ ହୋଇଛି। ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ରହିଲେ ଭକ୍ତମାନଙ୍କୁ ଦର୍ଶନ ଏବଂ ସେବା ପୂଜା ପାଇଁ ସୁବିଧା ହେବ। ଏନେଇ ଦେଵାତ୍ତର କମିସନଙ୍କ ସହ ଦୁଇ ଥର ବୈଠକ ମଧ୍ୟ ହୋଇଛି।