ଅନଲାଇନ୍ ଗେମିଂକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା
1 min read
ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାରେ ଅନଲାଇନ୍ ଗେମିଂକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଲକ୍ଷ ଟଙ୍କାର ଋଣ ବିବାଦକୁ ନେଇ ଜଣେ ୧୯ ବର୍ଷୀୟ ଯୁବକ ତାଙ୍କ ସହଯୋଗୀଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।


