October 14, 2025

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା

1 min read

ଭୁବନେଶ୍ୱର: ସରକାରୀ କର୍ମଚାରୀମାନଙ୍କ ପାଇଁ ଖୁସି ଖବର। ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।