April 6, 2026

ପୁଣି ଲିଙ୍ଗରାଜ ମନ୍ଦିରରେ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ବିବାଦ

1 min read

ଭୁବନେଶ୍ୱର : ପୁଣି ଲିଙ୍ଗରାଜ ମନ୍ଦିରରେ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ବିବାଦ ସୋମବାର ଦେଖିବାକୁ ମିଳିଛି।ସକାଳ ୧୦ଟା ସାହାଣ ମେଲା ପରଠାରୁ ବନ୍ଦ ରହିଛି ପ୍ରଭୁଙ୍କ ନୀତିକାନ୍ତି। ମନ୍ଦିର କାର୍ଯ୍ୟନିର୍ବାହୀ ଓ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ଉଭୟ ନିଯୋଗ।