May 26, 2026

ଗଂଜାମରେ ପୁଣି ଏନ୍‌କାଉଣ୍ଟର

1 min read

ବ୍ରହ୍ମପୁର: ଗଂଜାମ ଜିଲ୍ଲା ବରଗଡ଼ ଥାନା ଅନ୍ତର୍ଗତ ନଉଗାଁର ରଞ୍ଜନ ମଲ୍ଲିକ(୨୭) ଓ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସିକିରୀ ପାଢ଼ୀ ସାହିର ସରୋଜ ପଣ୍ଡା(୩୫)ଙ୍କୁ ପୁଲିସ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ଆହତ ଅଭିଯୁକ୍ତଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।