April 29, 2026

ଡେରାବିଶ ଜଳସେଚନ ସବଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟ ଗିରଫ

1 min read

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜଳସେଚନ ବିଭାଗ ଅଧୀନରେ ଡେରାବିଶ ଜଳସେଚନ ସବଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କୁ ଭିଜିଲାନ୍ସ ଗିରଫ କରିଛି। ତାଙ୍କ ସହ ଜଡ଼ିତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଟିମ୍ ଚଢ଼ଉ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଭିଜିଲାନ୍ସ।