ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି
ଭୁବନେଶ୍ବର: ଭୁବନେଶ୍ବର ଆଜି ମାର୍ଚ୍ଚ ୩ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।...


