ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ
1 min read
ଭୁବନେଶ୍ୱର: ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଏକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି । ଫର୍ଚୁନ ଟାୱାର ପଛପଟେ ଏକ ନିର୍ମାଣ ସଂସ୍ଥାର ଫାଇବର ପାଇପ ଓ ପାଣି ଟାଙ୍କିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ତେବେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ।


