July 27, 2024

ବିଜେଡିର ଟାଣୁଆ ନେତା ବିକ୍ରମ ଆରୁଖ ପରାସ୍ତ

1 min read

ଭଞ୍ଜନଗର: ଓଡ଼ିଶାରେ ଏଥର ବିଜେଡି ଯାହା ଆଶା କରିଥିଲା ତାହା ଧୂଳିସାତ ହୋଇଯାଇଛି | ବିଜେଡିର ଟାଣୁଆ ନେତା ତଥା ଭଞ୍ଜନଗରରୁ ବିଧାୟକ ଥିବା ବିକ୍ରମ ଆରୁଖ ପରାସ୍ତ ହୋଇଛନ୍ତି | କେବଳ ଏତିକି ନୁହେଁ ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଭୁବନେଶ୍ୱର ଏକାମ୍ରରୁ ପରାସ୍ତ ହୋଇଛନ୍ତି | ବିଜେପିର ପ୍ରଦ୍ୟୁମ୍ନ ନାୟକ ବିଜେଡିର ବିକ୍ରମ ଆରୁଖଙ୍କୁ ପରାସ୍ତ କରିଛନ୍ତି | ସେହିପରି ଭୁବନେଶ୍ୱର ଏକାମ୍ର ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ ପଣ୍ଡାଙ୍କୁ ପରାସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ବାବୁ ସିଂ|

Leave a Reply

Your email address will not be published. Required fields are marked *