ସାଂସଦଙ୍କୁ ବିବାହ କଲେ ବିଜେଡି ନେତା ପିନାକୀ ମିଶ୍ର
1 min read
ନୂଆଦିଲ୍ଲୀ: ବର୍ତ୍ତମାନ ବିବାହ ଋତୁ ଚାଲିଥିବା ବେଳେ ଏକ ହାଇ ପ୍ରୋଫାଇଲ୍ ବାହାରଘରର ଖବର ସାମ୍ନାକୁ ଆସିଛି। ତୃଣମୂଳ କଂଗ୍ରେସ (ଟିଏମ୍ସି) ସାଂସଦ ମହୁଆ ମୋଇତ୍ରା ମେ ୩ ତାରିଖରେ ବିଦେଶରେ ଆୟୋଜିତ ଏକ ଉତ୍ସବରେ ବିଜୁ ଜନତା ଦଳ (ବିଜେଡି) ନେତା ପିନାକୀ ମିଶ୍ରଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ସୂଚନା ମିଳିଛି।