ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ବିଦ୍ୟୁତ୍ ଖୁଣ୍ଟରେ ପିଟି ହେଲା ବସ୍
1 min read
ପୁରୀ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ପୁଲିସ ଥାନା ଅନ୍ତର୍ଗତ ତେଇଶିପୁର ଛକ ନିକଟରେ ମଧ୍ୟପ୍ରଦେଶରୁ ଆସିଥିବା ଏକ ପର୍ଯ୍ୟଟନ ବସ୍ ଭାରସାମ୍ୟ ହରାଇ ରାସ୍ତାରୁ ଖସି ପଡ଼ିବା ପରେ ଏକ ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ହୋଇଛି। ଫଳରେ ୬ ଜଣ ମହିଳା ପର୍ଯ୍ୟଟକ ଆହତ ହୋଇଛନ୍ତି


