January 17, 2025

ବାଇକ୍‌କୁ ଧକ୍କା ଦେଇ କାର୍‌ ଫେରାର

1 min read

କଟକ: ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ କଟକ-ଭୁବନେଶ୍ଵର ରାସ୍ତାର ଫୁଲନଖରା ଓଭରବ୍ରିଜ ଉପରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଗୋଟିଏ ବାଇକ୍‌କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ମାରିଛି। ଫଳରେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।