୨୦୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ପକ୍ଷରୁ ଅଧିସୂଚନା ଜାରି
ୱାଶିଂଟନ: ଆମେରିକୀୟ ଆନ୍ତର୍ଜାତୀୟ ବିକାଶ ସଂସ୍ଥା (ୟୁଏସଏଆଇଡି) ୨୦୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି।...


