July 27, 2024

ଆଜି ମୁଖ୍ୟମନ୍ତ୍ରୀଙ୍କର କନ୍ଧମାଳ ଗସ୍ତ

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲ୍ଲା ଗସ୍ତରେ କରିଛନ୍ତି। ମୁଖ୍ୟମନ୍ତ୍ରୀ ସେଠାରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପ୍ରଚାର କାର୍ଯ୍ୟକ୍ରମ କୁ ତ୍ୱରାନ୍ୱିତ କରଛନ୍ତି । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଁଚିଲେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ । ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ସଭାରେ କନ୍ଧମାଳ ଲୋକସଭା ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ ବିଧାନସଭା ଆସନର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନବୀନ ଭୋଟରଙ୍କୁ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *