ଜେଏସଡବ୍ଲୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
1 min read
ପାରାଦୀପ: ଜଗତସିଂହପୁର ଜିଲ୍ଲା ଢିଙ୍କିଆଠାରେ ଜେଏସଡବ୍ଲୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଜେଏସଡବ୍ଲୁ ମୁଖ୍ୟ ସଜ୍ଜନ ଶର୍ମା ଓ ରାଜ୍ୟ ଶିଳ୍ପମନ୍ତ୍ରୀ ସଂପଦ ସ୍ବାଇଁ ଉପସ୍ଥିତ।


