June 1, 2025

ସୋମବାର ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି

1 min read

ଭୁବନେଶ୍ୱର:‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ସୋମବାର ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।