ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର
1 min read
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ISSରେ ତାଙ୍କର ୧୮ ଦିନିଆ ଗବେଷଣା ପାଇଁ ଅଶୋକ ଚକ୍ର ପ୍ରଦାନ କରିଛନ୍ତି, ଯାହା ଭାରତର ଗଗନଯାନ ମିସନ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ।


