ନିର୍ବାଚନ କମିଶନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
1 min read
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ, ଏସଆଇଆର ଉପରେ ରାଜ୍ୟରେ ଏକ ତୀବ୍ର ବିବାଦ ଦେଖାଦେଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏସଆଇଆର ସମ୍ପର୍କରେ ବିଜେପି ଏବଂ ନିର୍ବାଚନ କମିଶନଙ୍କୁ ନିରନ୍ତର ଟାର୍ଗେଟ କରି ଆସୁଛନ୍ତି। ଆଜିି ମମତା ନିର୍ବାଚନ କମିଶନ ଟାର୍ଗେଟ କରିବା ସହ କଡା ସମାଲୋଚନା କରିଛନ୍ତି ।


