October 14, 2025

ସେପ୍ଟେମ୍ବର ୨୭ ଅର୍ଥାତ୍‌ ଶନିବାର ପୁଣି ବଢିଛି ସୁନା ଦାମ୍‌

1 min read

ଭୁବନେଶ୍ୱର : ପୁଣି ଗ୍ରାହକଙ୍କୁ ଝଟକା । ବଢିଲା ସୁନା ଦର । ସେପ୍ଟେମ୍ବର ୨୭ ଅର୍ଥାତ୍‌ ଶନିବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୫,୪୮୦ ଟଙ୍କା ରହିଛି । ଗତକାଲି ୧,୧୪,୮୮୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୧,୦୫,୮୫୦ ଟଙ୍କା ରହିଛି । ଗତକାଲି ୧,୦୫,୩୦୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୬,୬୧୦ ଟଙ୍କା ରହିଛି । ଗତକାଲି ୮୬,୧୬୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୫,୯୦୦ ଟଙ୍କା ରହିଛି । ଗତକାଲି ୧୫,୩୦୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ବୃଦ୍ଧି ହୋଇଛି ।