ନାବାଳିକାଙ୍କୁ ଗଣବଳାତ୍କାର
1 min read
କୋରାପୁଟ: ନାବାଳିକାଙ୍କୁ ଗଣବଳାତ୍କାର। ଠାକୁରାଣୀ ଯାତ୍ରା ଦେଖି ଫେରୁଥିଲେ ନାବାଳିକା। ବାଟରେ ଛକିବସିଥିଲେ ସଇତାନ। ଏଭଳି ଏକ ଘନ୍ୟକାଣ୍ଡ ଘଟିଛି କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଞ୍ଚଳରେ। ନବାଳିକା ଠାକୁରାଣୀ ଯାତ୍ରା ଦେଖି ଫେରିବା ବେଳେ ବାଟରେ ଛକି ବସିଥିବା ୪ ସଇତାନ ତାଙ୍କୁ ଗଣବଳାତ୍କାର କରିଥିଲେ। ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିବା ବେଳେ ୪ ଜଣଙ୍କୁ ଅଟକ ରଖାଯାଇଛି। ୪ ଯୁବକ କାଶିପୁର ଥାନା ଅଞ୍ଚଳର ବୋଲି ପୋଲିସ କହିଛି।