September 8, 2025

ଶୁକ୍ରବାର ପୁଣି ବଢିଛି ସୁନା ଦାମ୍‌

1 min read

ଭୁବନେଶ୍ୱର : ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଛି ବଢୁଥିବା ସୁନା ଦାମ୍‌ । ସେପ୍ଟେମ୍ବର ୫ ଅର୍ଥାତ୍‌ ଶୁକ୍ରବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୭,୬୨୦ ଟଙ୍କା ରହିଛି । ଗତକାଲି ୧,୦୬,୮୬୦ ଟଙ୍କା ଥିଲା । ଏଥିରେ ୭୬୦ ଟଙ୍କା ବୃଦ୍ଧି ପାଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୬୫୦ ଟଙ୍କା ରହିଛି । ଗତକାଲି ୯୭,୯୫୦ ଟଙ୍କା ଥିଲା । ଏଥିରେ ୭୦୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୦,୭୨୦ ଟଙ୍କା ରହିଛି । ଗତକାଲି ୮୦,୧୪୦ ଟଙ୍କା ଥିଲା । ଏଥିରେ ୫୮୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୩,୬୦୦ ଟଙ୍କା ରହିଛି । ଗତକାଲି ୧୩,୭୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।