March 12, 2026

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିବ ଶିମିଳିପାଳ

1 min read

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିବ ଶିମିଳିପାଳ ଅଭୟାରଣ୍ୟ। ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା। ଏବେ କଟକଣା ହଟିବା ପରେ ସହଜ ଏବଂ ସୁବିଧାରେ ପର୍ଯ୍ୟଟକମାନେ ଶିମିଳିପାଳ ବୁଲି ଏହାର ମଜା ନେଇପାରିବେ। ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।