June 21, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ

1 min read

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍‌ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍‌ ଚାନ୍‌ସେଲର(VC) ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର ହୋଇଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ମାମଲା ଦାୟର କରିଥିଲେ।